Ecclesiastes 11:10 — Compare Translations

5 translations compared side by side

Odia - 1840
"ତୁମ୍ଭେ ମନରୁ ବିରକ୍ତି, ବାହାର କରିଦିଅ ଏବଂ ତୁମ୍ଭର ଶରୀରକୁ ଖରାପ ଜିନିଷଠାରୁ ଦୂର ରେ ରକ, କାରଣ ବାଲ୍ଯାବସ୍ଥା ଏବଂ ୟୌବନ ଅର୍ଥହୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମନରୁ ବିରକ୍ତି, ବାହାର କରିଦିଅ ଏବଂ ତୁମ୍ଭର ଶରୀରକୁ ଖରାପ ଜିନିଷଠାରୁ ଦୂରରେ ରଖ, କାରଣ ବାଲ୍ୟାବସ୍ଥା ଏବଂ ଯୌବନ ଅର୍ଥହୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।