Ecclesiastes 11:2 — Compare Translations

5 translations compared side by side

Odia - 1840
"ସାତ ଜଣଙ୍କୁ, ନଚେତ୍ ଆଠ ଜଣଙ୍କୁ ଅଂଶ ବିତରଣ କର, କାରଣ ପୃଥିବୀ ରେ କି ବିପଦ ଘଟିବ ତାହା ତୁମ୍ଭେ ଜାଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ଜଣଙ୍କୁ, ନଚେତ୍ ଆଠ ଜଣଙ୍କୁ ଅଂଶ ବିତରଣ କର, କାରଣ ପୃଥିବୀରେ କି ବିପଦ ଘଟିବ ତାହା ତୁମ୍ଭେ ଜାଣ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାତଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।