Ecclesiastes 11:4 — Compare Translations

5 translations compared side by side

Odia - 1840
"ଯଦି ଗୋଟିଏ ଲୋକ େଛାଟ ଗଛ ରୋପଣ କରିବା ପାଇଁ ଠିକ୍ ପାଗକୁ ଅପେକ୍ଷା କରେ, ତାହା ହେଲେ ସେ କବେେ ହେଲେ େଛାଟଗଛ ରୋପଣ କରିବାକୁ ସକ୍ଷମ ହବେ ନାହିଁ। ଯଦି ଜଣେ ସବୁବେଳେ ମେଘମାଳାକୁ ଚାହିଁବ ତବେେ ସେ ଅମଳ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଗୋଟିଏ ଲୋକ ଛୋଟ ଗଛ ରୋପଣ କରିବା ପାଇଁ ଠିକ୍ ପାଗକୁ ଅପେକ୍ଷା କରେ, ତାହାହେଲେ ସେ କେବେହେଲେ ଛୋଟ ଗଛ ରୋପଣ କରିବାକୁ ସକ୍ଷମ ହେବ ନାହିଁ। ଯଦି ଜଣେ ସବୁବେଳେ ମେଘମାଳାକୁ ଗ୍ଭହିଁବ ତେବେ ସେ ଅମଳ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।