Ecclesiastes 11:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ବାଯୁର ଗତି ଜାଣିପାରିବ ନାହିଁ। ଏବଂ ତୁମ୍ଭେ ଜାଣିପାରିବ ନାହିଁ ମା ପଟେ ରେ ଶିଶୁଟି କିପରି ବଢ଼େ। ଠିକ୍ ସହେିପରି ପରମେଶ୍ବର କ'ଣ କରନ୍ତି ତୁମ୍ଭେ ଜାଣିପାରିବ ନାହିଁ। ସେ ପ୍ରେତ୍ୟକକ କଥା ଘଟାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ଵରଙ୍କ କର୍ମ ହିଁ ଜାଣ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବାୟୁର ଗତି ଜାଣି ପାରିବ ନାହିଁ। ଏବଂ ତୁମ୍ଭେ ଜାଣି ପାରିବ ନାହିଁ ମା’ ପେଟରେ ଶିଶୁଟି କିପରି ବଢ଼େ। ଠିକ୍ ସେହିପରି ପରମେଶ୍ୱର କ’ଣ କରନ୍ତି ତୁମ୍ଭେ ଜାଣି ପାରିବ ନାହିଁ। ସେ ପ୍ରତ୍ୟେକ କଥା ଘଟାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।