Ecclesiastes 11:7 — Compare Translations
5 translations compared side by side
Odia - 1840
"ପ୍ରକୃତ ରେ ଆଲୋକ ସୁଖ ଦାୟକ, ପୁଣି ସୂର୍ୟ୍ଯାଲୋକ ଦେଖିବା ଆଶ୍ଚର୍ୟ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ-ଦର୍ଶନ ତୁଷ୍ଟିକର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ଆଲୋକ ସୁଖ ଦାୟକ, ପୁଣି ସୂର୍ଯ୍ୟାଲୋକ ଦେଖିବା ଆଶ୍ଚର୍ଯ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର।
Odia IRV 2017 (ଓଡିଆ ବାଇବେଲ)
ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ ଦର୍ଶନ ତୁଷ୍ଟିକର।