Ecclesiastes 11:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଜୀବନର ପ୍ରେତ୍ୟକକ ଦିନକୁ ଉପ ଭୋଗ କରିବା ଉଚିତ୍, ତୁମ୍ଭେ ଯେତଦେିନ ପର୍ୟ୍ଯନ୍ତ ଜୀବିତ ରହୁଛ। କିନ୍ତୁ ମନରେଖ, ନିଶ୍ଚିତ ରେ ତୁମ୍ଭମାନେେ ମରିବ। ମନରେଖ ଯେ ତୁମ୍ଭମାନେେ ଯେତଦେିନ ବଞ୍ଚିଛ ତା'ଠାରୁ ଅଧିକ ମୃତ ହାଇେ ରହିବ ଏବଂ ତୁମ୍ଭମାନେେ ସହେି ସମସ୍ତ ସମୟ ନିରର୍ଥକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଯେବେ ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ । ଯାହା ଯାହା ଘଟେ, ସବୁ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଜୀବନର ପ୍ରତ୍ୟେକ ଦିନକୁ ଉପଭୋଗ କରିବା ଉଚିତ୍, ତୁମ୍ଭେ ଯେତେଦିନ ପର୍ଯ୍ୟନ୍ତ ଜୀବିତ ରହୁଛ। କିନ୍ତୁ ମନେରଖ, ନିଶ୍ଚିତରେ ତୁମ୍ଭେମାନେ ମରିବ। ମନେରଖ ଯେ ତୁମ୍ଭେମାନେ ଯେତେଦିନ ବଞ୍ଚିଛ ତା’ଠାରୁ ଅଧିକ ମୃତ ହୋଇ ରହିବ ଏବଂ ତୁମ୍ଭେମାନେ ସେହି ସମସ୍ତ ସମୟ ନିରର୍ଥକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।
Odia IRV 2017 (ଓଡିଆ ବାଇବେଲ)
ହଁ, ଯଦି ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେହି ସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ। ଯାହା ଯାହା ଘଟେ, ସବୁ ଅସାର।