Ecclesiastes 11:9 — Compare Translations

5 translations compared side by side

Odia - 1840
"ହେ ୟୁବକ, ତୁମ୍ଭେ ଆପଣା ୟୌବନାବସ୍ଥା ରେ ଆନନ୍ଦ କର ଓ ୟୌବନ କାଳ ରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦଯ ଯାହା କରିବା ପାଇଁ ତୁମ୍ଭକୁ ଆଗଇେ ନେଉଛି, ତାହା କର। ଯାହା ଚାହୁଁଛ ତାହା କର। କିନ୍ତୁ ମନରେଖ ଯେ, ତୁମ୍ଭମାନେେ ଯାହାସବୁ କରୁଛ, ପରମେଶ୍ବର ତା'ର ବିଚାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବାବସ୍ଥାରେ ପରମେଶ୍ୱରଙ୍କର ସେବାକର ହେ ଯୁବକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ। ତୁମ୍ଭର ହୃଦୟ ଯାହା କରିବା ପାଇଁ ତୁମ୍ଭକୁ ଆଗେଇ ନେଉଛି, ତାହା କର। ଯାହା ଗ୍ଭହୁଁଛ ତାହା କର। କିନ୍ତୁ ମନେରଖ ଯେ, ତୁମ୍ଭେମାନେ ଯାହାସବୁ କରୁଛ, ପରମେଶ୍ୱର ତା’ର ବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
Odia IRV 2017 (ଓଡିଆ ବାଇବେଲ)