Ecclesiastes 12:1 — Compare Translations

5 translations compared side by side

Odia - 1840
"ତୁମ୍ଭେ ୟୌବନ କାଳ ରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ ମୁଁ ଆଉ ଜୀବନକୁ ଉପ ଭୋଗ କରିବାକୁ ଚା ହେଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଯୌବନକାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବାର୍ଦ୍ଧକ୍ୟ ଅବସ୍ଥାରେ ଅସୁବିଧାସବୁ ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର। ବୃଦ୍ଧାବସ୍ଥା ଓ ଏହାର ଦୂରାବସ୍ଥା ଆସିବା ପୂର୍ବରୁ, ଯେଉଁ ବର୍ଷ ତୁମ୍ଭେ କହିବ “ମୁଁ ଆଉ ଜୀବନକୁ ଉପଭୋଗ କରିବାକୁ ଗ୍ଭହେଁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।”