Ecclesiastes 12:10 — Compare Translations

5 translations compared side by side

Odia - 1840
"ଉପଦେଶକ ସଠିକ୍ ଶବ୍ଦ ଖାଜେିବା ପାଇଁ ଚେଷ୍ଟା କଲେ। ଏବଂ ଯେଉଁ ଶବ୍ଦଗୁଡ଼ିକ ପୁରାପୁରି ସତ୍ଯ ଓ ସିଦ୍ଧ, ସଗେୁଡ଼ିକ ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉପଦେଶକ ସଠିକ୍ ଶବ୍ଦ ଖୋଜିବା ପାଇଁ ଚେଷ୍ଟା କଲେ। ଏବଂ ଯେଉଁ ଶବ୍ଦଗୁଡ଼ିକ ପୁରାପୁରି ସତ୍ୟ ଓ ସିଦ୍ଧ, ସେଗୁଡ଼ିକ ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।