Ecclesiastes 12:11 — Compare Translations
5 translations compared side by side
Odia - 1840
"ଜ୍ଞନୀମାନଙ୍କର କଥାଗୁଡ଼ିକ ପାଞ୍ଚଣ ତୁଲ୍ଯ ଏବଂ ନୀତିବଚନ ସଂଗ୍ରହକାରୀମାନଙ୍କର ଶବ୍ଦଗୁଡ଼ିକ ମଷେପାଳକମାନଙ୍କର ପାଞ୍ଚଣ ବାଡ଼ି ରେ ଥିବା କଣ୍ଟା ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ଵରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ଵରୂପ, ତାହାସବୁ ଏକ ପାଳକ ଦ୍ଵାରା ଦତ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞନୀମାନଙ୍କର କଥାଗୁଡ଼ିକ ପାଞ୍ଚଣ ତୁଲ୍ୟ ଏବଂ ନୀତିବଚନ ସଂଗ୍ରହକାରୀମାନଙ୍କର ଶବ୍ଦଗୁଡ଼ିକ ମେଷପାଳକମାନଙ୍କର ପାଞ୍ଚଣ ବାଡ଼ିରେ ଥିବା କଣ୍ଟା ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।