Ecclesiastes 12:13 — Compare Translations
5 translations compared side by side
Odia - 1840
"ସାରକଥା ଏହି, ଆମ୍ଭମାନେେ ସବୁ ଶୁଣିଛୁ। ପରମେଶ୍ବରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ଯର ପୂର୍ଣ୍ଣ କର୍ତ୍ତବ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ଵରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ ।
Odia Bible ERV 2004 (ପବିତ୍ର ବାଇବଲ)
ସାରକଥା ଏହି, ଆମ୍ଭେମାନେ ସବୁ ଶୁଣିଛୁ। ପରମେଶ୍ୱରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
Odia IRV 2017 (ଓଡିଆ ବାଇବେଲ)
ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।