Ecclesiastes 12:2 — Compare Translations

5 translations compared side by side

Odia - 1840
"ସେ ସମୟରେ ସୂର୍ୟ୍ଯ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମଯ ହବେ। ପୁଣି ବୃଷ୍ଟି ପ ରେ ପୁନର୍ବାର ମେଘ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସୂର୍ଯ୍ୟ ଓ ଦୀପ୍ତି ଓ ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବ। ପୁଣି ବୃଷ୍ଟି ପରେ ପୁନର୍ବାର ମେଘ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;