Ecclesiastes 12:3 — Compare Translations

5 translations compared side by side

Odia - 1840
"ସହେି ଦିନ ଗୃହ ରକ୍ଷକମାନେ ଥରହର ହବେେ ଓ ବଳବାନ ଲୋକେ ଆପେ ନତ ହବେେଓ ପଷେିକାମାନେ ଅଳ୍ପ ସଂଖ୍ଯକ ଦବୋରୁ ନିବୃତ ହବେେ। ପୁଣି ସହେିମାନେ ଯେଉଁମାନେ ଝରକାରୁ ଉଙ୍କିମାରି ଦେଖନ୍ତି, ସମାନେେ ଅନ୍ଧ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଗୃହ-ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ସଂଖ୍ୟକ ହେବାରୁ ନିବୃତ୍ତ ହେବେ। ପୁଣି ସେହିମାନେ ଯେଉଁମାନେ ଝରକାରୁ ଉଙ୍କିମାରି ଦେଖନ୍ତି, ସେମାନେ ଅନ୍ଧ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;