Ecclesiastes 12:4 — Compare Translations
5 translations compared side by side
Odia - 1840
"ପଥ ଆଡ଼େ ଦ୍ବାର ରୁଦ୍ଧ ହବେ। ସେ ସମୟରେ ପଷେଣେ ଶବ୍ଦ କ୍ଷୀଣ ହବେ, ପୁଣି ପକ୍ଷୀର ନାଦ ରେ ଲୋକେ ଜାଗି ଉଠିବେ ଓ ବାଦ୍ଯକାରିଣୀ କନ୍ଯାଗଣ କ୍ଷୀଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପଥଆଡ଼େ ଦ୍ଵାର ରୁଦ୍ଧ ହେବ, ସେସମୟରେ ପେଷଣ ଶଦ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ। ସେ ସମୟରେ ପେଷେଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକେ ଜାଗି ଉଠିବେ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
Odia IRV 2017 (ଓଡିଆ ବାଇବେଲ)
ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;