Ecclesiastes 12:5 — Compare Translations

5 translations compared side by side

Odia - 1840
"ଆହୁରି ସମାନେେ ଉଚ୍ଚସ୍ଥାନ ବିଷଯ ରେ ଭୟ କରିବେ ଓ ପଥରେ ତ୍ରାସ ହବେେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ଯ ଧଳା ଗତି ରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହବେ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା'ପ ରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶାେକକାରୀମାନେ ଏକତ୍ରୀତ ହାଇେ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସେମାନେ ଉଚ୍ଚସ୍ଥାନ ବିଷୟରେ ଭୟ କରିବେ ଓ ପଥରେ ତ୍ରାସ ହେବେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ୟ ଧଳା ଗତିରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହେବ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା’ପରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶୋକକାରୀମାନେ ଏକତ୍ରିତ ହୋଇ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;