Ecclesiastes 12:6 — Compare Translations

5 translations compared side by side

Odia - 1840
"ସହେି ସମୟରେ ରୂପାର ତା'ର ହୁଗୁଳା ହବେ ଏବଂ ସୁବର୍ଣ୍ଣ ମାଠିଆ ଭଗ୍ନ ହବେ। କୂଅ ରେ ଏକ ପାତ୍ର ଭାଙ୍ଗିବା ପରି ଏବଂ ଭଗ୍ନ କପି କୂଅ ରେ ପଡ଼ିଲାପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁ ସେହି ସମୟରେ ରୂପାର ତାର ହୁଗୁଳା ହେବ ଏବଂ ସୁବର୍ଣ୍ଣ ମାଠିଆ ଭଗ୍ନ ହେବ। କୂଅରେ ଏକ ପାତ୍ର ଭାଙ୍ଗିବା ପରି ଏବଂ ଭଗ୍ନ କପି କୂଅରେ ପଡ଼ିଲାପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;