Ecclesiastes 12:7 — Compare Translations

5 translations compared side by side

Odia - 1840
"ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପ ରେ ପୁଣି ଧୂଳିକୁ ଫରେିୟିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ବରଙ୍କ ନିକଟକୁ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ଵରଙ୍କ ନିକଟକୁ ଆତ୍ମା ଫେରି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଶରୀର ଯାହା ଧୂଳିରୁ ଆସିଥିଲା, ତୁମ୍ଭେ ମଲା ପରେ ପୁଣି ଧୂଳିକୁ ଫେରିଯିବ। ଏବଂ ତୁମ୍ଭର ଆତ୍ମା ପରମେଶ୍ୱରଙ୍କ ନିକଟକୁ ଫେରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।