Ecclesiastes 12:9 — Compare Translations

5 translations compared side by side

Odia - 1840
"ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲା; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ବିନ୍ୟାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମାଧାନ ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ୟାନ କରି ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ ସଂଗ୍ରହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।