Ecclesiastes 2:1 — Compare Translations

5 translations compared side by side

Odia - 1840
"ମୁଁ ନିଜକୁ ନିଜେ କହିଲି, ମାେତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମାେତେ କଣ ଦଇେ ପାରିବ, ମାେତେ ଦେଖିବାକୁ ଦିଅ। କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ମନେ ମନେ କହିଲି, ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ଵାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
“କୌତୁକ” କ’ଣ ଆନନ୍ଦ ଦେଇପାରେ? ମୁଁ ନିଜକୁ ନିଜେ କହିଲି, “ମୋତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମୋତେ କ’ଣ ଦେଇ ପାରିବ, ମୋତେ ଦେଖିବାକୁ ଦିଅ।” କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।”