Ecclesiastes 2:10 — Compare Translations

5 translations compared side by side

Odia - 1840
"ମାରେ ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦଯକୁ କୌଣସି ସୁଖ ଭୋଗରୁ ଅଭାବ କଲି ନାହିଁ। କାରଣ ମାହେର ସମସ୍ତ ପରିଶ୍ରମ ସକାଶୁଁ ମାହେର ହୃଦଯ ଆନନ୍ଦ କଲା। ମାହେର ସକଳ ପରିଶ୍ରମରୁ ଏହା ମାହେର ଅଂଶ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋʼ ଚକ୍ଷୁ ଯାହା ବାଞ୍ଛା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦୟକୁ କୌଣସି ସୁଖ ଭୋଗରୁ ଅଭାବ କଲି ନାହିଁ। କାରଣ ମୋହର ସମସ୍ତ ପରିଶ୍ରମ ସକାଶୁଁ ମୋହର ହୃଦୟ ଆନନ୍ଦ କଲା। ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋʼ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋ’ ଚକ୍ଷୁ ଯାହା ଦେଖି ଯାହା କଲା, ତାହା ମୁଁ ତାହାକୁ ନିଷେଧ କଲି ନାହିଁ; ମୁଁ ଆପଣା ହୃଦୟକୁ କୌଣସି ସୁଖଭୋଗରୁ ବାରଣ କଲି ନାହିଁ, କାରଣ ମୋହର ସମସ୍ତ ପରିଶ୍ରମ ସକାଶୁ ମୋହର ହୃଦୟ ଆନନ୍ଦ କଲା; ପୁଣି, ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।