Ecclesiastes 2:11 — Compare Translations

5 translations compared side by side

Odia - 1840
"ତହୁଁ ମାହେର ହସ୍ତ ଯେଉଁ ସମସ୍ତ କାର୍ୟ୍ଯ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ୟ୍ଯ ତଳେ କୌଣସି ଲାଭ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋହର ହସ୍ତ ଯେସମସ୍ତ କାର୍ଯ୍ୟ କରିଥିଲା ଓ ଯେ ଯେ ପରିଶ୍ରମରେ ମୁଁ ପରିଶ୍ରା; ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ,ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ଯେଉଁ ପରିଶ୍ରମରେ ମୁଁ ପରିଶ୍ରାନ୍ତ ହୋଇଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି; ଆଉ, ଦେଖ, ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର, ପୁଣି ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।