Ecclesiastes 2:12 — Compare Translations
5 translations compared side by side
Odia - 1840
"ରାଜା ଯାହା କରିପାରିବ ଅନ୍ୟ କହେି ଏପରି କରିପାରିବ ନାହିଁ। ତୁମ୍ଭେ ଯାହା କରିବା ପାଇଁ ଚାହୁଁଛ ବହୁତ ରାଜା ତାହା କରିସାରିଛନ୍ତି। ତା'ପ ରେ ମୁଁ ଆଉଥରେ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ବିଷଯ ରେ ଭାବିବାକୁ ଲାଗିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ଜ୍ଞାନ, ଉନ୍ମତ୍ତତା ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାର ଉତ୍ତାରୁ ଆସଇ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ଉତ୍ତର ଜ୍ଞାନ ହୋଇପାରେ ରାଜା ଯାହା କରି ପାରିବ ଅନ୍ୟ କେହି ଏପରି କରି ପାରିବ ନାହିଁ। ତୁମ୍ଭେ ଯାହା କରିବା ପାଇଁ ଗ୍ଭହୁଁଛ ବହୁତ ରାଜା ତାହା କରି ସାରିଛନ୍ତି। ତା’ପରେ ମୁଁ ଆଉଥରେ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ବିଷୟରେ ଭାବିବାକୁ ଲାଗିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।