Ecclesiastes 2:14 — Compare Translations

5 translations compared side by side

Odia - 1840
"ଜ୍ଞାନବାନ ବ୍ଯକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ଯକ୍ତି ଅନ୍ଧକାର ରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶଷେ ରେ ଉଭୟ ମୃତ୍ଯୁବରଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରଇ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟଇ, ଏହା ମୁଁ ଦେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ଞାନବାନ ବ୍ୟକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ୟକ୍ତି ଅନ୍ଧକାରରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶେଷରେ ଉଭୟ ମୃତ୍ୟୁବରଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜ୍ଞାନବାନ‍ର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି।