Ecclesiastes 2:16 — Compare Translations

5 translations compared side by side

Odia - 1840
"ଯେପରି ମୂର୍ଖର, ସହେିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରର ଭବିଷ୍ଯତ ରେ, ସମସ୍ତେ ବିସ୍ମୃତ ହାଇେ ୟାଇଥିବେ। କଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଆସନ୍ତା କାଳକୁ ସମସ୍ତେ ବିସ୍ମୃତ ହୋଇ ଯାଇଥିବେ । ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ହିଁ ସେପରି ମରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ମୂର୍ଖର, ସେହିପରି ଜ୍ଞାନବାନ ଲୋକର ସ୍ମରଣ ସର୍ବଦା ନ ଥାଏ। କାରଣ ଭବିଷ୍ୟତରେ, ସମସ୍ତେ ବିସ୍ମୃତ ହୋଇ ଯାଇଥିବେ। ଜଣେ ଜ୍ଞାନୀ ଲୋକକୁ କିପରି ମୂର୍ଖ ଲୋକ ପରି ମରିବା ପାଇଁ ଅନୁମତି ଦିଆଯିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।