Ecclesiastes 2:17 — Compare Translations

5 translations compared side by side

Odia - 1840
"ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ୟ୍ଯତଳେ ସମସ୍ତ ବିଷଯ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋʼ ପ୍ରତି କ୍ଳେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଜୀବନରେ କ’ଣ ବାସ୍ତବରେ ଖୁସୀ ଅଛି? ସେଥିପାଇଁ ମୁଁ ଜୀବନକୁ ଘୃଣା କଲି। ସେଥି ନିମନ୍ତେ ମୁଁ ଅନୁଭବ କଲି, ସୂର୍ଯ୍ୟତଳେ ସମସ୍ତ ବିଷୟ ମନ୍ଦ। କାରଣ ଅର୍ଥହୀନ ଏବଂ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତକାର୍ଯ୍ୟ ମୋʼ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଜୀବନକୁ ଘୃଣା କଲି; ଯେହେତୁ ସୂର୍ଯ୍ୟ ତଳେ କୃତ କାର୍ଯ୍ୟ ମୋ’ ପ୍ରତି କ୍ଲେଶବୋଧକ ହେଲା; କାରଣ ସବୁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।