Ecclesiastes 2:18 — Compare Translations

5 translations compared side by side

Odia - 1840
"ସୂର୍ୟ୍ଯତଳେ ମୁଁ ୟହିଁ ରେ ପରିଶ୍ରାନ୍ତ ହଲିେ, ମାହେର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମାରେଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ୟିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୂର୍ଯ୍ୟ ତଳେ ମୁଁ ଯହିଁରେ ପରିଶ୍ରା; ହେଲି, ମୋହର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟତଳେ ମୁଁ ଯହିଁରେ ପରିଶ୍ରାନ୍ତ ହେଲି, ମୋହର ସେସବୁ ପରିଶ୍ରମକୁ ମୁଁ ଘୃଣା କଲି, କାରଣ ମୋର ଉତ୍ତରାଧିକାରୀ ପାଇଁ ତାହା ସବୁ ଛାଡ଼ି ଯିବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହି ସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।