Ecclesiastes 2:19 — Compare Translations
5 translations compared side by side
Odia - 1840
"କହେି ଜଣେ ସବୁକିଛି ନିଯନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନ ରେ ମୁଁ ଜ୍ଞାନ ବଳ ରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହବେ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ଯ ଅସାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେ ଯେ ପରିଶ୍ରମରେ ପରିଶ୍ରା; ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
କେହି ଜଣେ ସବୁକିଛି ନିୟନ୍ତ୍ରଣ କରିବ, ଯାହା ପାଇଁ ମୁଁ ପରିଶ୍ରମ କରିଛି। ଏଇ ଜୀବନରେ ମୁଁ ଜ୍ଞାନ ବଳରେ ସବୁକିଛି ପାଇଛି। ସେ ଲୋକ ଜ୍ଞାନୀ କିଅବା ମୂର୍ଖ ହେବ, ଏହା ମୁଁ ଜାଣେ ନାହିଁ। ଏହା ମଧ୍ୟ ଅସାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଜ୍ଞାନୀ କି ମୂର୍ଖ ହେବ, କିଏ ଜାଣେ? ତଥାପି ମୁଁ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୋଇ ଜ୍ଞାନ ପ୍ରକାଶ କଲି, ସେ ମୋହର ସେହି ସକଳ ପରିଶ୍ରମର ଫଳାଧିକାରୀ ହେବ; ଏହା ହିଁ ଅସାର।