Ecclesiastes 2:20 — Compare Translations

5 translations compared side by side

Odia - 1840
"ତେଣୁ ସୂର୍ୟ୍ଯ ତଳେ ମୁଁ ଯେଉଁ ପରିଶଯମ ରେ ପରିଶ୍ରାନ୍ତ ହଲିେ, ସେ ସବୁ ବିଷଯ ରେ ଆପଣା ଅନ୍ତକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସୂର୍ଯ୍ୟ ତଳେ ମୁଁ ଯେ ଯେ ପରିଶ୍ରମରେ ପରିଶ୍ରା; ହେଲି, ସେସକଳ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୂର୍ଯ୍ୟ ତଳେ ମୁଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେ ସବୁ ବିଷୟରେ ଆପଣା ଅନ୍ତକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।