Ecclesiastes 2:21 — Compare Translations

5 translations compared side by side

Odia - 1840
"କାରଣ ଜଣେ ବ୍ଯକ୍ତି ଜ୍ଞାନ, ବିଦ୍ଯା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ଯକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ୟିବ। ଏ ମଧ୍ଯ ଅସାର ଏବଂ ପବନକୁ ଧରିବା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏକ ବ୍ୟକ୍ତି ଜ୍ଞାନ ଓ ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରଇ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ । ଏହା ହିଁ ଅସାର ଓ ଅତି ମନ୍ଦ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଜଣେ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ୟକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ଯିବ। ଏ ମଧ୍ୟ ଅସାର ଏବଂ ପବନକୁ ଧରିବା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।