Ecclesiastes 2:22 — Compare Translations
5 translations compared side by side
Odia - 1840
"ସୂର୍ୟ୍ଯ ତଳେ ଜଣେ ମନୁଷ୍ଯ ପରିଶ୍ରମ କରି ଓ ହୃଦଯକୁ ଦୁଃଖ ଦଇେ କ'ଣ ପାଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେ ଯେ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରା; ହୁଏ, ସେସବୁରୁ ସେ କʼଣ ପାଏ?
Odia Bible ERV 2004 (ପବିତ୍ର ବାଇବଲ)
ସୂର୍ଯ୍ୟ ତଳେ ଜଣେ ମନୁଷ୍ୟ ପରିଶ୍ରମ କରି ଓ ହୃଦୟକୁ ଦୁଃଖ ଦେଇ କ’ଣ ପାଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କʼଣ ପାଏ?
Odia IRV 2017 (ଓଡିଆ ବାଇବେଲ)
ତେବେ ସୂର୍ଯ୍ୟ ତଳେ ମନୁଷ୍ୟ ଯେଉଁ ଯେଉଁ ପରିଶ୍ରମରେ ଓ ହୃଦୟର ଚିନ୍ତାରେ ପରିଶ୍ରାନ୍ତ ହୁଏ, ସେସବୁରୁ ସେ କ’ଣ ପାଏ?