Ecclesiastes 2:24 — Compare Translations
5 translations compared side by side
Odia - 1840
"ଏପରି କହେି ଲୋକ ଅଛି କି ଯେ କହେି ମାଠାରୁେ ସୁଖୀ ହବୋ ପାଇଁ ଅଧିକ ଚେଷ୍ଟା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୋଜନପାନ ଓ ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ । ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ଵରଙ୍କ ହସ୍ତରୁ ହୁଅଇ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି କେହି ଅଛି କି ଯିଏକି ମୋ’ଠାରୁ ସୁଖୀ ହେବା ପାଇଁ ଅଧିକ ଚେଷ୍ଟା କରିଛି। ଏବଂ ଏହା ଯାହା ମୁଁ ଶିକ୍ଷା କରିଛି, ଏହା ହେଉଛି ସବୁଠାରୁ ଭଲକଥା ଖାଇବା, ପିଇବା, ଏବଂ କରିଥିବା କାର୍ଯ୍ୟକୁ ଉପଭୋଗ କରିବା। ମୁଁ ଦେଖୁଛି ଯେ, ଏହା ପରମେଶ୍ୱରଙ୍କଠାରୁ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଭୋଜନ ଓ ପାନ ପୁଣି ନିଜ ପରିଶ୍ରମରେ ଆପଣା ପ୍ରାଣକୁ ସୁଖଭୋଗ କରାଇବା ଅପେକ୍ଷା ମନୁଷ୍ୟର ଆଉ ଅଧିକ ମଙ୍ଗଳ ବିଷୟ ନାହିଁ। ମଧ୍ୟ ମୁଁ ଦେଖିଲି, ଏହା ପରମେଶ୍ୱରଙ୍କ ହସ୍ତରୁ ହୁଏ।