Ecclesiastes 2:25 — Compare Translations
4 translations compared side by side
Odia - 1840
"ଏବଂ ଏହା ଯାହା ମୁଁ ଶିକ୍ଷା କରିଛି, ଏହା ହେଉଛି ସବୁଠାରୁ ଭଲକଥା ଖାଇବା ପିଇବା, ଏବଂ କରିଥିବା କାର୍ୟ୍ଯକୁ ଉପଭୋଗ କରିବା। ମୁଁ ଦେଖୁଛି ଯେ, ଏହା ପରମେଶ୍ବରଙ୍କଠାରୁ ଆ ସେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋʼଠାରୁ କିଏ ଅଧିକ ଭୋଜନ, ଅବା ସୁଖଭୋଗ କରିପାରେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ?
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କ ବିନା କିଏ ଭୋଜନ କରି ପାରିବ ଅବା ସୁଖଭୋଗ କରି ପାରିବ?