Ecclesiastes 2:26 — Compare Translations

5 translations compared side by side

Odia - 1840
"ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ଵରଙ୍କୁ ତୃଷ୍ଟ କରେ, ସେ ତାହାକୁ ଜ୍ଞାନ ଓ ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ଵରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକି ସେ ଆୟାସ ଦିଅନ୍ତି । ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ୱର ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ୱର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାୟିତ୍ୱ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାୟୁକୁ ଧରିବା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।