Ecclesiastes 2:4 — Compare Translations

5 translations compared side by side

Odia - 1840
"ଏହାପ ରେ ମୁଁ ଆପଣା ନିମନ୍ତେ ମହତ ମହତ କର୍ମମାନ କଲି। ମୁଁ ଗୃହମାନ ନିର୍ମାଣ କଲି, ମୁଁ ଅନକେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ନିମନ୍ତେ ମହତ ମହତ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;
Odia Bible ERV 2004 (ପବିତ୍ର ବାଇବଲ)
କଠିନ ପରିଶ୍ରମ କ’ଣ ସୁଖ ଦେଇପାରେ? ଏହା ପରେ ମୁଁ ଆପଣା ନିମନ୍ତେ ମହତ ମହତ କର୍ମମାନ କଲି। ମୁଁ ଗୃହମାନ ନିର୍ମାଣ କଲି, ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;