Ecclesiastes 2:6 — Compare Translations
5 translations compared side by side
Odia - 1840
"ମୁଁ ହରିତ୍ ବୃକ୍ଷର ବନ ରେ ଜଳ ସଚେନ ପାଇଁ ପୁଷ୍କରିଣୀମାନ ଖୋଳାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବୃକ୍ଷର ଚାରା-ଉତ୍ପାଦକ ବନରେ ଜଳସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ହରିତ୍ ବୃକ୍ଷର ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;
Odia IRV 2017 (ଓଡିଆ ବାଇବେଲ)
ମୁଁ ବୃକ୍ଷର ଚାରା ଉତ୍ପାଦକ ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି;