Ecclesiastes 2:7 — Compare Translations
5 translations compared side by side
Odia - 1840
"ମୁଁ ଦାସଦାସୀ ମାନଙ୍କୁ କ୍ରଯ କଲି ଓ ମାରଦୋସଗଣ ଥିଲେ, ଯେଉଁମାନେ ମାେ ଘ ରେ ଜନ୍ମ ହାଇେଥିଲେ ଓ ଆହୁରି ମାେ ପୂର୍ବେ ୟିରୁଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମାରେ ଗୋମଷୋଦି ପଲ ଅଧିକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦାସଦାସୀମାନଙ୍କୁ କ୍ରୟ କଲି ଓ ମୋର ଦାସଗଣ ଥିଲେ, ଯେଉଁମାନେ ମୋ’ ଘରେ ଜନ୍ମ ହୋଇଥିଲେ ଓ ଆହୁରି ମୋ’ ପୂର୍ବେ ଯିରୁଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋର ଗୋମେଷାଦି ପଲ ଅଧିକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋʼ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ମୁଁ ଦାସଦାସୀଗଣ କ୍ରୟ କଲି ଓ ମୋହର ଗୃହରୁ ଜାତ ଦାସଗଣ ଥିଲେ; ଆହୁରି ମୋ’ ପୂର୍ବେ ଯିରୂଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋହର ଗୋମେଷାଦି ପଶୁପଲ ଅଧିକ ଥିଲେ;