Ecclesiastes 2:8 — Compare Translations
5 translations compared side by side
Odia - 1840
"ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାଯକ ଓ ଗାଯିକା ଆଉ ମନୁଷ୍ଯ ତୁଷ୍ଟିକାରିଣୀ ଅନକେ ଉପପତ୍ନୀ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପନିୀ ପାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାୟକ ଓ ଗାୟିକା ଆଉ ମନୁଷ୍ୟ ତୁଷ୍ଟିକାରିଣୀ ଅନେକ ଉପପତ୍ନୀ ପାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି।