Ecclesiastes 2:9 — Compare Translations

5 translations compared side by side

Odia - 1840
"ଏହିପରି ମାେ ପୂର୍ବେ ୟିରୁଶାଲମ ରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହଲିେ। ମାରେଜ୍ଞାନ ଏହି ସବୁ ରେ ମାେତେ ସାହାୟ୍ଯ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼଠାରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ମୋ’ ପୂର୍ବେ ଯିରୁଶାଲମରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହେଲି। ମୋର ଜ୍ଞାନ ଏହିସବୁରେ ମୋତେ ସାହାଯ୍ୟ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୋʼ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋʼ ଠାରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୋ’ ପୂର୍ବେ ଯିରୂଶାଲମରେ ଯେଉଁମାନେ ଥିଲେ, ସେହି ସମସ୍ତଙ୍କ ଅପେକ୍ଷା ମହାନ ଓ ବର୍ଦ୍ଧିଷ୍ଣୁ ହେଲି; ମଧ୍ୟ ମୋହର ଜ୍ଞାନ ମୋ’ଠାରେ ରହିଲା।