Ecclesiastes 3:1 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବୁ ବିଷୟର କାଳ ଅଛି ଓ ଆକାଶ ତଳେ ସବୁ ମନୋରଥର ସମୟ ଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ସମୟ ଅଛି ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;
Odia IRV 2017 (ଓଡିଆ ବାଇବେଲ)
ସବୁ ବିଷୟର ଉଚିତ୍ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ୍ ସମୟ ଅଛି;