Ecclesiastes 3:10 — Compare Translations
5 translations compared side by side
Odia - 1840
"ମୁଁ ଦେଖିଲି, ସମସ୍ତ କଠିନ କାର୍ୟ୍ଯ ପରମେଶ୍ବର ଆମ୍ଭମାନଙ୍କୁ କରିବାକୁ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ ଆୟାସ ଦେଇଅଛନ୍ତି, ତାହା ମୁଁ ଦେଖିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।