Ecclesiastes 3:12 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ୟ୍ଯନ୍ତ ସମାନେେ ଖୁସି ରହିବା ଓ ସମାନେେ ନିଜକୁ ଉପ ଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଜାଣୁ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନେ ଖୁସୀ ରହିବା ଓ ସେମାନେ ନିଜକୁ ଉପଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।