Ecclesiastes 3:13 — Compare Translations

5 translations compared side by side

Odia - 1840
"ଯଦି ଜଣେ ବ୍ଯକ୍ତି ଖାଦ୍ୟ, ପାନୀଯ ଓ ଉତ୍ତମ ଦ୍ରବ୍ଯ ତା ପରିଶ୍ରମ ବଳ ରେ ଉପ ଭୋଗ କରିପାରିଲା, ତବେେ ତାହା ପରମେଶ୍ବରଙ୍କଠାରୁ ଉପହାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ଵରଙ୍କ ଦାନ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ବ୍ୟକ୍ତି ଖାଦ୍ୟ, ପାନୀୟ ଓ ଉତ୍ତମ ଦ୍ରବ୍ୟ ତା’ ପରିଶ୍ରମ ବଳରେ ଉପଭୋଗ କରି ପାରିଲା, ତେବେ ତାହା ପରମେଶ୍ୱରଙ୍କଠାରୁ ଉପହାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।