Ecclesiastes 3:14 — Compare Translations
5 translations compared side by side
Odia - 1840
"ମୁଁ ଜାଣେ ଯେ, ପରମେଶ୍ବର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାଯୀ, ତାହା ବୃଦ୍ଧି ବା ହ୍ରାସ କରାୟାଇ ନ ପା ରେ। ପରମେଶ୍ବର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଜାଣେ ଯେ, ପରମେଶ୍ଵର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ଵରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ଯେ, ପରମେଶ୍ୱର ଯାହାକିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ, ତାହା ବୃଦ୍ଧି ବା ହ୍ରାସ କରାଯାଇ ନ ପାରେ। ପରମେଶ୍ୱର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।