Ecclesiastes 3:15 — Compare Translations
5 translations compared side by side
Odia - 1840
"ଯାହାସବୁ ଏଠା ରେ ଆଉଥରେ ଘଟିବା ଅଛି, ଯାହାସବୁ ଘଟିବାକୁ ଯାଉଛି, ତାହା ଘଟି ସାରିଛି। ପରମେଶ୍ବର ସେସବୁ ଜିନିଷ ଖାଜେନ୍ତି ତାହା ଅତୀତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ଵର ତାହା ପୁନର୍ବାର ଅନ୍ଵେଷଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯାହାସବୁ ଏଠାରେ ଆଉଥରେ ଘଟିବା ଅଛି, ଯାହାସବୁ ଘଟିବାକୁ ଯାଉଛି, ତାହା ଘଟି ସାରିଛି। ପରମେଶ୍ୱର ସେସବୁ ଜିନିଷ ଖୋଜନ୍ତି ତାହା ଅତୀତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।