Ecclesiastes 3:17 — Compare Translations
5 translations compared side by side
Odia - 1840
"ମୁଁ ମନେ ମନେ କହିଲି: ପରମେଶ୍ବର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ। କାରଣ ପ୍ରେତ୍ୟକକ କାର୍ୟ୍ଯ ପାଇଁ ସମୟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମନେ ମନେ କହିଲି, ପରମେଶ୍ଵର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନୋରଥ ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମନେ ମନେ କହିଲି: “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଗ୍ଭର କରିବେ। କାରଣ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”