Ecclesiastes 3:18 — Compare Translations
5 translations compared side by side
Odia - 1840
"ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷଯ ରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, ପରମେଶ୍ବର ସମାନଙ୍କେୁ ଦଖାଇେ ଦବୋକୁ ଚାହାନ୍ତି ଯେ, ସମାନେେ ପଶୁ ତୁଲ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କ’ଣ ପଶୁମାନଙ୍କ ପରି ଅଟନ୍ତି? ମୁଁ ନିଜେ ମନେ ମନେ ଲୋକମାନଙ୍କ ବିଷୟରେ ଭାବିଲି, ମୁଁ ନିଜକୁ ନିଜେ ଚିନ୍ତା କଲି, “ପରମେଶ୍ୱର ସେମାନଙ୍କୁ ଦେଖାଇ ଦେବାକୁ ଗ୍ଭହାନ୍ତି ଯେ, ସେମାନେ ପଶୁ ତୁଲ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”