Ecclesiastes 3:19 — Compare Translations
5 translations compared side by side
Odia - 1840
"ଜଣେ ମନୁଷ୍ଯ ପଶୁଠାରୁ କ'ଣ ଉତ୍ତମ? ନାଁ! କାହିଁକି? କାରଣ ମନୁଷ୍ଯ ଓ ପଶୁମାନଙ୍କ ପାଇଁ ଏକାପରି ଘଟେ, ପଶୁମାନେ ଜନ୍ମନ୍ତି ଓ ମରନ୍ତି। ଲୋକମାନେ ମଧ୍ଯ ଜନ୍ମନ୍ତି ଓ ମରନ୍ତି, ସମସ୍ତଙ୍କର ପ୍ରାଣ ବାଯୁ ଏକାପରି। କ'ଣ ଜଣେ ମୃତ ପଶୁ ଏକ ମୃତ ମନୁଷ୍ଯ ମଧିଅରେ କୌଣସି ଉନ୍ନତି ଅଛି କି? ପ୍ରେତ୍ୟକକ ଜିନିଷ ଅବଶ୍ଯ ଅର୍ଥହୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟନା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ କାରଣ ସବୁ ଅସାର ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ମନୁଷ୍ୟ ପଶୁଠାରୁ କ’ଣ ଉତ୍ତମ? ନାଁ! କାରଣ ମନୁଷ୍ୟ ଓ ପଶୁମାନଙ୍କ ପାଇଁ ଏକାପରି ଘଟେ, ପଶୁମାନେ ଜନ୍ମନ୍ତି ଓ ମରନ୍ତି। ଲୋକମାନେ ମଧ୍ୟ ଜନ୍ମନ୍ତି ଓ ମରନ୍ତି, ସମସ୍ତଙ୍କର ‘ପ୍ରାଣବାୟୁ’ ଏକାପରି। କ’ଣ ଜଣେ ମୃତ ପଶୁ ଏକ ମୃତ ମନୁଷ୍ୟ ମଧ୍ୟରେ କୌଣସି ଉନ୍ନତି ଅଛି କି? ପ୍ରତ୍ୟେକ ଜିନିଷ ଅବଶ୍ୟ ଅର୍ଥହୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।
Odia IRV 2017 (ଓଡିଆ ବାଇବେଲ)
କାରଣ ମନୁଷ୍ୟ ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣ ବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।