Ecclesiastes 3:2 — Compare Translations

5 translations compared side by side

Odia - 1840
"ଜନ୍ମ ହବୋର ଏକ ସମୟ ଅଛି, ଏବଂ ମରିବ ପାଇଁ ମଧ୍ଯ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି। ବୃକ୍ଷ ଉପାଡ଼ିବା ପାଇଁ ମଧ୍ଯ ଏକ ସମୟ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
Odia Bible ERV 2004 (ପବିତ୍ର ବାଇବଲ)
ଜନ୍ମ ହେବାର ଏକ ସମୟ ଅଛି, ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି, ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
Odia IRV 2017 (ଓଡିଆ ବାଇବେଲ)
ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;