Ecclesiastes 3:20 — Compare Translations
5 translations compared side by side
Odia - 1840
"ମୃତ ମନୁଷ୍ଯ ଓ ପଶୁର ଶରୀର ଏକା ପ୍ରକାର ରେ ବିନାଶ ହୁଏ। ସମାନେେ ଏହି ପୃଥିବୀରୁ ଆସିଥିଲେ ଓ ଏହି ପୃଥିବୀ ରେ ମିଶିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତେ ଏକ ସ୍ଥାନକୁ ଯାʼନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ ମନୁଷ୍ୟ ଓ ପଶୁର ଶରୀର ଏକା ପ୍ରକାରରେ ବିନାଶ ହୁଏ। ସେମାନେ ଏହି ପୃଥିବୀରୁ ଆସିଥିଲେ ଓ ଏହି ପୃଥିବୀରେ ମିଶିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।