Ecclesiastes 3:22 — Compare Translations

5 translations compared side by side

Odia - 1840
"ସେଥିପାଇଁ ମୁଁ ଦେଖିଲି ଯେ, କବଳେ ନିଜ ସ୍ବକର୍ମ ରେ ଆନନ୍ଦ କରିବା ବ୍ଯତୀତ ମନୁଷ୍ଯ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହାହିଁ ତା'ର ଅଧିକାର। ଆଉ ଏହାପ ରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫରୋଇ ଆଣିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମନୁଷ୍ୟ ସ୍ଵକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ଉତ୍ତାରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ମୁଁ ଦେଖିଲି ଯେ, କେବଳ ନିଜ ସ୍ୱକର୍ମରେ ଆନନ୍ଦ କରିବା ବ୍ୟତୀତ ମନୁଷ୍ୟ ନିମନ୍ତେ ଅନ୍ୟ କିଛି ଭଲ ନୁହେଁ। କାରଣ ଏହା ହିଁ ତା’ର ଅଧିକାର। ଆଉ ଏହା ପରେ ଯାହା ଘଟିବ ତାହାକୁ ଦେଖିବା ପାଇଁ ତାହାକୁ କିଏ ଫେରାଇ ଆଣିପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ?